ଖେଳ ଖବର
ପ୍ରଦୀପଙ୍କ ହାତରେ ପଦ୍ମ – Sahana Mela

[ad_1]
ଭୁବନେଶ୍ୱର : ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ପଦ୍ମ ଧରିଲେ ପ୍ରଦୀପ ପାଣିଗ୍ରାହୀ I ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ ନିଜର କିଛି ସମର୍ଥକଙ୍କ ସହିତ ବୁଧବାର ଦିନ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି I
ସୂଚନାନୁସାରେ,୨୦୨୦ ମସିହା ନଭେମ୍ବର ୨୦ ତାରିଖରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ପ୍ରଦୀପଙ୍କୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଥିଲା।
[ad_2]