ରାଜନୀତି

ରାଜଧାନୀରେର ଯୁବ କଂଗ୍ରେସ ବିକ୍ଷୋଭ: ପୋଲିସ ଉପରକୁ ଅଣ୍ଡାମାଡ଼ – Sahana Mela

[ad_1]


ସରକାରଙ୍କ ବିରୋଧରେ ଯୁବ କଂଗ୍ରେସର ପ୍ରତିବାଦ । ରଣହୁଙ୍କାର ଦେଇ ନବୀନ ନିବାସ ଅଭିମୁଖେ ମାଷ୍ଟରକ୍ୟାଣ୍ଟିନରୁ ବାହାରିଥିଲା ଯୁବ କଂଗ୍ରେସ ରାଲି । ରାଲିରେ ସାମିଲ ହୋଇଥିଲେ ଶତାଧିକ କଂଗ୍ରେସ କର୍ମୀ । ଭାରତୀୟ ଯୁବ କଂଗ୍ରେସ ସଭାପତି ବିଭି ଶ୍ରୀନିବାସ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ରାଲିକୁ ଅଟକାଇବା ବେଳେ ପୋଲିସ ସହ ଧସ୍ତାଧସ୍ତି ପରିସ୍ଥିତି ଉପୁଜିଥିଲା । ବ୍ୟାରିକେଡ୍ ଡେଇଁ ଧସେଇ ପଶିବାକୁ କଂଗ୍ରେସ କର୍ମୀଙ୍କୁ ଉଦ୍ୟମ କରିଥିଲା । ପୋଲିସ ଉପରକୁ ଅଣ୍ଡା ଓ ଟମାଟୋ ମାଡ଼ କରିଛି ଯୁବ କଂଗ୍ରେସ ।  ବେରୋଜଗାର, ଆଇନ ଶୃଙ୍ଖଳା ପ୍ରତିବାଦରେ ଯୁବ କଂଗ୍ରେସ ପକ୍ଷରୁ ଏହି ଆନ୍ଦୋଳ କରାଯାଇଛି ।



[ad_2]

Leave a Reply

Your email address will not be published. Required fields are marked *

Back to top button