ରାଜନୀତି

ଟିକେଟ୍ କସରତ, ଅପରାହ୍ଣରେ ନବୀନ ଡାକିଲେ ବୈଠକ – Sahana Mela

[ad_1]


ଭୁବନେଶ୍ବର: ଅପରାହ୍ନରେ ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ । ଆଜି ଅପରାହ୍ନ ସାଢେ ୩ଟା ସମୟରେ ନବୀନ ନିବାସରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଅଛି । ଏଥିପାଇଁ ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି । ତେବେ ଆସନ୍ତା ୨୦୨୪ ସାଧାରଣ ନିବାର୍ଚନ ସଂକ୍ରାନ୍ତରେ ଏହି ବୈଠକରେ ଆଲୋଚନା ହେଇପାରେ ବୋଲି ସୂଚନା ମିଳୁଛି । କିଛି ଦିନ ହେବ ଟିକଟ ଲବି ପାଇଁ ନେତାଙ୍କ ନିବାସରେ ଗହଳି ଲାଗିଥିଲା । ନିଜ ନିଜ ସମର୍ଥକଙ୍କ ସହ ଆସି ଟିକଟ ଲବି କରିଥିଲେ ନେତା । ଲୋକସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଅପରହ୍ଣରେ ବସୁଥିବା ବୈଠକରେ କ’ଣ ନିଷ୍ପତି ହେବ ତାହା ଉପରେ ସମସ୍ତଙ୍କ ନଜର ରହିଛି ।



[ad_2]

Leave a Reply

Your email address will not be published. Required fields are marked *

Back to top button