ଖେଳ ଖବର
ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ବିଜୟ ମହାପାତ୍ର – Sahana Mela

[ad_1]
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର I ପୁଅ ଅରବିନ୍ଦ ମହାପାତ୍ର ଗୁରୁବାର ବିଜେଡିରେ ଯୋଗ ଦେଇଥିଲେ। ଏ ନେଇ ବିଜୟ ମହାପାତ୍ର ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ପୁଅକୁ ଆଶୀର୍ବାଦ ଦେଲେ ଭଲ ହେଲା। ସେଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି ବୋଲି ସେ କହିଛନ୍ତି।
[ad_2]