ଅପରାଧ
ଭିଜିଲାନ୍ସ ଜାଲରେ ମହିଳା ସହକାରୀ ଯନ୍ତ୍ରୀ, ବିଲ୍ ପାସ୍ ପାଇଁ ନେଉଥିଲେ ଲାଞ୍ଚ – Sahana Mela
[ad_1]
ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ। ଖୋର୍ଦ୍ଧା ବ୍ଲକର ସହକାରୀ ଯନ୍ତ୍ରୀ ସଂଗୀତା ମହାପାତ୍ର ଠିକାଦାରଙ୍କଠାରୁ ୫୦ ହଜାର ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ୧୮ ଲକ୍ଷର ବିଲ୍ ପାସ୍ ପାଇଁ ୨ ଲକ୍ଷ ୧୫ ହଜାର ଦାବି କରିଥିଲେ। ଆଜି ୫୦ ହଜାର ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସହକାରୀ ଯନ୍ତ୍ରୀ।
[ad_2]