ରାଜନୀତି

ଓଡ଼ିଶା କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ହଟିଲେ ବିଜୟ ପଟ୍ଟନାୟକ – Sahana Mela

[ad_1]


ଭୁବନେଶ୍ୱର: ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ହଟିଲେ ବିଜୟ ପଟ୍ଟନାୟକ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ତାଙ୍କ ସ୍ଥାନରେ ଦଳର ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଭକ୍ତ ଦାସଙ୍କୁ ନିଯୁକ୍ତ କରିଛନ୍ତି। ସେହିପରି ବିଜୟ ପଟ୍ଟନାୟକଙ୍କୁ ନିର୍ବାଚନ ସଂଯୋଜନା କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି।

 



[ad_2]

Leave a Reply

Your email address will not be published. Required fields are marked *

Back to top button