ରାଜନୀତି

ବିଜେପିରେ ସାମିଲ ହେଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ – Sahana Mela

[ad_1]


ଭୁବନେଶ୍ବର: ନିର୍ବାଚନ ଯେତିକି ପାଖଉଛି ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି । ଏହି କ୍ରମେର ବିଜେପିରେ ସାମିଲ ହେଲେ ହେଭିଓ୍ବେଟ୍ ନେତା । ଆଜି ପଦ୍ମ ଧରିଲେ କଟକ ସାଂସଦ ଭର୍ତ୍ତୁହରି ମହତାବ, ବିଜେଡିରୁ ୨ ଥର ସାଂସଦ ଥିବା ସିଦ୍ଧାନ୍ତ ମହାପାତ୍ର ଓ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ।

ଆଜି ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ଦଳରେ ମିଶିଲେ । ବିଜେପି ରାଷ୍ଟ୍ରୀୟଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ହେଲେ ସାମିଲ ।

୧୯୯୮ ମସିହାରୁ କଟକରୁ ସାଂସଦ ରହି ଆସିଛନ୍ତି ଭର୍ତ୍ତୃହରି । କଟକରୁ ଲଗାତାର ୬ ଥର ଜିତିଛନ୍ତି । ମାର୍ଚ୍ଚ ୨୨ ତାରିଖରେ ବିଜେଡିରୁ ଇସ୍ତାଫା ଦେଇଥିଲେ ଭର୍ତ୍ତୃହରି । ଏହାପରେ ସେ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା ଯୋର ଧରିଥିଲା ।



[ad_2]

Leave a Reply

Your email address will not be published. Required fields are marked *

Back to top button