ରାଜନୀତି

ଓଡ଼ିଶା ପାଇଁ ୫୯ ଜଣିଆ ପ୍ରଚାର କମିଟି ତାଲିକା ଜାରି କଲା କଂଗ୍ରେସ – Sahana Mela

[ad_1]

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରତ୍ୟେକ ଦଳ ନିଜ ନିଜର ଅଣ୍ଟା ଭିଡ଼ିବା ଆରମ୍ଭ କଲେଣି। ଆଜି ବିଜେଡ଼ି ୩୮ ଜଣିଆ କମିଟି ଗଠନ କରିଥିବା ବେଳେ କଂଗ୍ରେସ ତା’ର ପ୍ରଚାର କମିଟି ତାଲିକା ପ୍ରକାଶ କରିଛି। ଏଥିରେ ୫୯ ଜଣଙ୍କ ନାମ ରହିଛି। ଉକ୍ତ କମିଟିରେ ଭକ୍ତ ଚରଣ ଦାସ ଅଧ୍ୟକ୍ଷ ଥିବା ବେଳେ ନବଜ୍ୟୋତି ପଟ୍ଟନାୟକ ଉପାଧ୍ୟକ୍ଷ ଅଛନ୍ତି।

ଏହି କମିଟିରେ ଶରତ ପଟ୍ଟନାୟ , ନରସିଂହ ମିଶ୍ର , କେପି ସିଂଦେଓ, ନିରଞ୍ଜନ ପଟ୍ଟନାୟକ, କାହ୍ନୁ ଲେଙ୍କା, ଶ୍ରୀକାନ୍ତ ଜେନା, ଗିରିଧର ଗମାଙ୍ଗ , ଜୟଦେବ ଜେନା , ପ୍ରସାଦ ହରିଚନ୍ଦନ, ପଞ୍ଚାନନ କାନୁନଗୋ , ବିଜୟ ପଟ୍ଟନାୟକ ରହିଛନ୍ତି ସଦସ୍ୟ। ସେହିପରି ଏହି କମିଟିରେ ସୁଧାଂଶୁ ଶେଖର ଦେଓ, ରାମଚନ୍ଦ୍ର ଖୁଣ୍ଟିଆ, ସୁଶୀଳା ତିରିଆ, ଶରତ ରାଉତ, ଜଗନ୍ନାଥ ପଟ୍ଟନାୟକ, ହଳଧର କାର୍ଜି, ସପ୍ତଗିରି ଉଲାକା, ବିଜୟ କୁମାର ପଟ୍ଟନାୟକ, ନକୁଳ ନାୟକ, ଡ.ହମିଦ ହୁସେନ, ପୃଥ୍ବୀବଲ୍ଲଭ ପଟ୍ଟନାୟକ, ଦେବାଶିଷ ପଟ୍ଟନାୟକ, ବିଜୟଲକ୍ଷ୍ମୀ ସାହୁ, ସଦନ ନାୟକ, ମନୋରଞ୍ଜନ ତ୍ରିପାଠୀ, ପଦ୍ମକର ଗୁରୁ, କୃଷ୍ଣଚନ୍ଦ୍ର ଶଗଡ଼ିଆ, ଜାକୋବ ପ୍ରଧାନ, ଲିପିକା ମାଝି, କୃଷ୍ଣଚନ୍ଦ୍ର ସାହୁ, ବନ୍ଦିତା ପରିଡ଼ା, ମନୋଜ ବିଶ୍ୱାଳ, ବିଦୁଭୂଷଣ ମହାପାତ୍ର, ପଞ୍ଚାନନ ଦାଶ ପ୍ରମୁଖ ରହିଛନ୍ତି।

[ad_2]

Leave a Reply

Your email address will not be published. Required fields are marked *

Back to top button