ରାଜନୀତି

ନିର୍ବାଚନ ୨୦୨୪: ବିଧାନସଭା ପାର୍ଥୀ ତାଲିକା ଘୋଷଣା କଲା ବିଜେପି – Sahana Mela

[ad_1]


ଭୁବନେଶ୍ଵର: ବିଜେପି ଘୋଷଣା କଲା ବିଧାନସଭା ପ୍ରାର୍ଥୀ ତାଲିକା । ପୂର୍ବରୁ ୧୧୨ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଥିବା ବେଳେ ଆଜି ଆଉ ୨୧ଟି ବିଧାନସଭା ପାର୍ଥୀ ତାଲିକା ଘୋଷଣା କରିଛି ବିଜେପି । ରାଉରକେଲାରୁ ଦିଲ୍ଲୀପ ରାୟ ପ୍ରାର୍ଥୀ ହୋଇଥିବା ବେଳେ ପାଟଣାରୁ ଅଖିଳ ଚନ୍ଦ୍ର ନାୟକଙ୍କୁ ପାର୍ଥୀ କରିଛି ବିଜେପି ।

ସେହିପରି ସାରସକଣାରୁ ଭାଦବ ହାଁସଦା, ରାଇରଙ୍ଗପୁରରୁ ଜୋଲେନ ବରଦା, ବାଙ୍ଗିରିପୋଷିରୁ ସଞ୍ଜଳୀ ମୁର୍ମୁ, ମୋହନାରୁ ପ୍ରଶାନ୍ତ ମଲ୍ଲିକ, ବିଷମକଟକରୁ ଜଗନ୍ନାଥ ନୁଣ୍ଡ୍ରୁକା, ରାୟଗଡ଼ାରୁ ବସନ୍ତ ଉଲାକା, ଲକ୍ଷ୍ମୀପୁରରୁ କୈଳାସ କୁଲେସିକା, କୋଟପାଡରୁ ରୁପୁ ଭତ୍ରା, ପଟାଙ୍ଗୀରୁ ଚୈତନ୍ୟ ନନ୍ଦିବାଲି ଓ ଚିତ୍ରକୋଣ୍ଡାରୁ ଡମ୍ବରୁ ଶିଶାଙ୍କୁ ପାର୍ଥୀ କରିଛି ବିଜେପି ।

ସେହିପରି କରଞ୍ଜିଆରୁ ପଦ୍ମଚରଣ ହାଇବ୍ରୁ, ଝରିଗାଁରୁ ନରସିଂହ ଭତ୍ରା, ଡାବୁଗାଁରୁ ସୋମନାଥ ପୂଜାରୀ, ରାଜନଗରରୁ ଲଳିତ ବେହେରା, ବାଲିକୁଦା-ଏରସମାରୁ ସତ୍ୟସାରଥି ମହାନ୍ତି, ଜଗତସିଂହପୁରରୁ ଅମରେନ୍ଦ୍ର ଦାଶ, କାକଟପୁରରୁ ବାଇଧର ମଲ୍ଲିକ, ରଣପୁରରୁ ସୁରମା ପାଢ଼ୀ ଓ ସାନଖେମୁଣ୍ଡିରୁ ଉତ୍ତମ କୁମାର ପାଣିଗ୍ରାହୀଙ୍କୁ ପାର୍ଥୀ କରିଛି ବିଜେପି ।



[ad_2]

Leave a Reply

Your email address will not be published. Required fields are marked *

Back to top button