ସ୍ୱାସ୍ଥ୍ୟ

ସକାଳୁ ଖାଲି ପେଟରେ ରସୁଣ ଖାଇବା ଦ୍ଵାରା ଶରୀରରେ ହୋଇଥାଏ କିଛି ଏମିତ, ଶୁଣିଲେ ଆପଣ ଚମକି ପଡିବେ-

ବନ୍ଧୁଗଣ ନମସ୍କାର, ବନ୍ଧୁଗଣ ରସୁଣ କୁ ଆମେ ଆମ ଖାଦ୍ୟ ରେ ସ୍ୱାଦ ଆଣିବା ପାଇଁ ବ୍ୟବହାର କରିଥାଉ । କିନ୍ତୁ କଣ ଆପଣ ଜାଣିଛନ୍ତି କି ରସୁଣ ର ଗୋଟିଏ ଦାନା ଆମ ଶରୀର ରେ ଥିବା ପ୍ରାୟତଃ ରୋଗ ରୁ ମୁକ୍ତି ପାଇଁ ପାରିବେ । ଏହା କେବଳ ଆମ ଖାଦ୍ୟ ର ସ୍ୱାଦ କୁ ନୁହେଁ ବରଂ ଆମ ଶରୀର ରେ ମଧ୍ୟ ବହୁତ ଫାଇଦା ଦେଇଥାଏ । ରସୁଣ ଏକ ତାମସିକ ଭୋଜନ ଅଟେ ।
ଯଦି ଆପଣ ରସୁଣ ର ଗୋଟିଏ ଦାନା ପ୍ରତିଦିନ ସେବନ କରୁଥିବେ ତେବେ ଏହା ଆପଣଙ୍କ ଶରୀର ପାଇଁ କୌଣସି ଅମୃତ ଠାରୁ ମଧ୍ୟ କମ ନୁହେଁ ।

ଆୟୁର୍ବେଦ ରେ କୁହାଯାଏ କି ରସୁଣ ସେବନ କଲେ ଆପଣ ସର୍ଵଦା ଯୁବକ ରହିପାରିବେ । ଏବଂ ତାହା ସହ ଅନେକ ପ୍ରକାର ରୋଗ ଯେପରି କି ଅର୍ସ,କବ୍ଜ ଆଦି ଅସୁବିଧା ଆଦି କୁ ମଧ୍ୟ ଦୂର କରି ଦେଇଥାଏ । ଭୋକ ବଢେଇବା, ମଧୁମେହ, ରକ୍ତ ଚାପ ଆଦି ରୋଗ ରେ ଏହାର ବ୍ୟବହାର ବହୁତ ଅଧିକ କରାଯାଇ ଥାଏ । ଯଦି ଆପଣ କିଛି ଖାଇବା କିମ୍ବା ପିଇବା ପୂର୍ବରୁ ଆପଣ ରସୁଣ ର ସେବନ କରନ୍ତି ତେବେ ଆପଣଙ୍କ ଶରୀର କୁ ପ୍ରବଳ ବଳ ମିଳିଥାଏ ।

ପ୍ରତିଦିନ ସକାଳେ ଯଦି ଆମେ ଏକ ରସୁଣ ଦାନା ର ସେବନ କରିବା ତେବେ ଆମ ଶରୀର ଫୁର୍ତ୍ତି ରହିବ ଏବଂ ଆମ ଶରୀର ରେ ଥିବା ବିଷାକ୍ତ ପଦାର୍ଥ ମଧ୍ୟ ନଷ୍ଟ ହୋଇଯିବ । ଏହାକୁ ସେବନ କଲେ ଆମ ଶରୀର ରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ିଥାଏ । ଫୁସଫୁସ ରେ ଥିବା ସମସ୍ତ ରୋଗ କୁ ମଧ୍ୟ ଏହା କୁ ସେବନ କଲେ ତାହା ଦୂର ହୋଇଥାଏ । ରସୁଣ କୁ ଉଚିତ ମାତ୍ରା ରେ ଖାଇବା ଆବଶ୍ୟକ । ଅଧିକ ମାତ୍ରାରେ ଖାଇବା ଦ୍ଵାରା ଶରୀରରେ କ୍ଷତି ମଧ୍ୟ ହୋଇଥାଏ କାରଣ ଏହା ଏକ ଔଷଧି ଅଟେ । ତେବେ ଆସନ୍ତୁ ଜାଣିବା ରସୁଣ ସେବନ ଦ୍ୱାରା ଆମକୁ କେଉଁ ସବୁ ଲାଭ ପ୍ରାପ୍ତ ହୋଇଥାଏ ।

୧. ବନ୍ଧୁଗଣ ଯେଉଁ ମାନଙ୍କର ଆଣ୍ଠୁ ଗଣ୍ଠି ବିନ୍ଧା ଭଳି ସମସ୍ୟା ରହିଛି, ସେମାନେ ଶୁଦ୍ଧ ଗାଈର କ୍ଷୀର ରେ ରସୁଣ ର ୫ ୬ଟି ପାଖୁଡ଼ା କୁ ଫୁଟାଇ ଦିଅନ୍ତୁ । ସେହି କ୍ଷୀର କୁ ଭଲ ଭାବରେ ଛାଣି ସେହି କ୍ଷୀର କୁ ସକାଳ ସମୟରେ ସେବନ କରିବା ଦ୍ୱାରା ଏହି ସମସ୍ୟା ରୁ ମୁକ୍ତି ମିଳିଥାଏ । କିନ୍ତୁ ମନେ ରଖିବେ ଯେ ଏହାକୁ ଅତିବେଶୀରେ ସପ୍ତାହ କୁ ୨ ଥର ସେବନ କରିବେ । ଏହାର ଅଧିକ ସେବନ ଶରୀର ପାଇଁ ହାନିକାରକ ହୋଇଥାଏ । ଏହା ସହିତ ରସୁଣ ଖାଇବା ଦ୍ବାରା କ୍ୟାନ୍ସର ଭଳି ଭୟଙ୍କର ରୋଗରୁ ମଧ୍ୟ ମୁକ୍ତି ମିଳିଥାଏ ।

 

୨. ସକାଳୁ ଖାଲି ପେଟରେ ରସୁଣ ଖାଇବା ଦ୍ଵାରା ଉଭୟ ପୁରୁଷ ଏବଂ ମହିଳା ମାନଙ୍କ ଯୌନଗତ ସମସ୍ୟା ଦୂର ହୋଇଥାଏ । ମହିଳା ମାନଙ୍କ ମାସିକ ଧର୍ମ ସଠିକ ସମୟରେ ହୋଇଥାଏ ଏବଂ ପୁରୁଷ ମାନଙ୍କ ନାଇଟ ଫଲ ସମସ୍ୟା ମଧ୍ୟ ଦୁର ହୋଇଥାଏ

Leave a Reply

Your email address will not be published. Required fields are marked *

Back to top button