ଦେଶ- ବିଦେଶ

ନୂଆ ସୁନା ଦର ଜାରି, ଜାଣନ୍ତୁ ଭୁବନେଶ୍ବରରେ ଆଜି ଭରି ପିଛା କେତେ ରହିଛି ରେଟ୍?

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧ ହଜାର ୧୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୭ ହଜାର ୬୨୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୧,୧୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୭ ,୬୨୦ ଟଙ୍କା ହୋଇଛି ।,

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୧,୧୫୦ ଟଙ୍କା ଓ ୭୭ ,୬୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୧,୩୦୦ ଟଙ୍କା ଓ ୭୭ ,୭୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୧,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୭,୬୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୧,୧୫୦ ଟଙ୍କା ଓ ୭୭,୬୨୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୨,୦୦୦ ହଜାର ଟଙ୍କା ହୋଇଛି ।

Leave a Reply

Your email address will not be published. Required fields are marked *

Back to top button