ରାଜ୍ୟ
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର – Sahana Mela

[ad_1]
ଭୁବନେଶ୍ୱର,ଏନ୍ଏନ୍ଏସ୍: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାକ୍ରମେ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଅବପାତରେ ପରିଣତ ହେବ । ୨୨ ତାରିଖ ସୁଦ୍ଧା ଲଘୁଚାପ ଅବପାତରେ ପରିଣତ ହେବ । ପରବର୍ତ୍ତୀ ୩ ଦିନ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରିବ । ପରେ ବାଂଲାଦେଶ ପାଶ୍ୱର୍ବର୍ତ୍ତୀ ପଶ୍ଚିବବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି ।
[ad_2]