ଦେଶ- ବିଦେଶ

ପରଲୋକରେ ସାହାରା ଗ୍ରୁପ ଅଧ୍ୟକ୍ଷ ସୁବ୍ରୟ ରୟ – Sahana Mela

[ad_1]


ନୂଆଦିଲ୍ଲୀ: ମଙ୍ଗଳବାର ବିଳମ୍ବିତ ରାତିରେ ହୃଦଘାତ ଯୋଗୁଁ ମୁମ୍ବାଇରେ ସାହାରା ଗ୍ରୁପ୍ର ଅଧ୍ୟକ୍ଷ ସୁବ୍ରତ ରୟଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା।

ଭାରତର ଅନ୍ୟତମ ପ୍ରମୁଖ ବ୍ୟବସାୟୀ ସୁବ୍ରତ ରାୟ ସାହାରା ଇଣ୍ଡିଆର ପ୍ରତିଷ୍ଠାତା ଥିଲେ। ରୟ ୨୦୦୨ରେ ବିଜିନେସମେନ୍ ଅଫ୍ ଦି ଇୟର ପୁରସ୍କାର ପାଇଥିଲେ। ୨୦୦୨ ମସିହାରେ ଶ୍ରେଷ୍ଠ ଶିଳ୍ପପତି ପୁରସ୍କାର, ବିଶିଷ୍ଟ ରାଷ୍ଟ୍ରୀୟ ଉଡାନ ସମ୍ମାନ (୨୦୧୦), ରୋଟାରୀ ଇଣ୍ଟରନ୍ୟାସନାଲ ପକ୍ଷରୁ ଧନ୍ଦାମୂଳକ ଉତ୍କର୍ଷ ପୁରସ୍କାର (୨୦୧୦), କର୍ମବୀର ସମ୍ମାନ (୧୯୯୫), ଉଦ୍ୟମ ଶ୍ରୀ (୧୯୯୪), ବାବା-ଇ-ରୋଜଗାର ପୁରସ୍କାର (୧୯୯୨) ଏବଂ ୨୦୦୧ରେ ଜାତୀୟ ନାଗରିକ ପୁରସ୍କାର। ୨୦୧୨ରେ ରୟ ଭାରତର ୧୦ ପ୍ରଭାବଶାଳୀ ବ୍ୟବସାୟୀଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।



[ad_2]

Leave a Reply

Your email address will not be published. Required fields are marked *

Back to top button