ଖେଳ ଖବର
ସୁଜାତା କାର୍ତ୍ତିକେୟନଙ୍କୁ ନୂଆ ଦାୟିତ୍ୱ – Sahana Mela

[ad_1]
ଭୂବନେଶ୍ୱର :ମିଶନ ଶକ୍ତି କମିଶନର ତଥା ବରିଷ୍ଠ ପ୍ରଶାସକ ସୁଜାତା କାର୍ତ୍ତିକେୟନଙ୍କୁ ନୂଆ ଦାୟିତ୍ୱ I ତାଙ୍କୁ ଓଡିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟରେ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମକୁ ସଫଳତାର ସହ ରୂପାୟନ କରିବା ପାଇଁ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ବିଭାଗର ଦାୟିତ୍ବ ଦେଇଥିଲେ ।
[ad_2]