ଦେଶ- ବିଦେଶ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବନ୍ତ ରେଡ୍ଡି: ଅନ୍ୟ ୧୧ ମନ୍ତ୍ରୀ ମଧ୍ୟ ନେଲେ ଶପଥ – Sahana Mela

[ad_1]


ହାଇଦ୍ରାବାଦ: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବନ୍ତ ରେଡ୍ଡି । ହେଇଦ୍ରାବାଦର ଏଲବି ଷ୍ଟାଡିୟମରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ତେଲେଙ୍ଗାନା ରାଜ୍ୟପାଳ ତମିଲିସାଈ ସୌନ୍ଦରରାଜନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ଏହି କାର୍ଯ୍ୟକ୍ରମରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜନ ଖଡଗେ, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା, ଉପମୁଖ୍ୟମନ୍ତ୍ରୀ ଡି. ଶିବ କୁମାରଙ୍କ ସମେତ ବହୁ ବରିଷ୍ଠ କଂଗ୍ରେସ ନେତା ଉପସ୍ଥିତ ଥିଲେ ।

ରେଡ୍ଡିଙ୍କ ସହ  ଭଟ୍ଟି ବିକ୍ରମାର୍ମ ମଲ୍ଲୁ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି  । ଏହା ବ୍ୟତୀତ ଅନ୍ୟ ୧୧ ମନ୍ତ୍ରୀ ମଧ୍ୟ ଆଜି ଶପଥ ନେଉଛନ୍ତି ।

 



[ad_2]

Leave a Reply

Your email address will not be published. Required fields are marked *

Back to top button