ରାଜ୍ୟ
ଶ୍ୱାସଋଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ – Sahana Mela
[ad_1]
ଢେଙ୍କାନାଳ : ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ I ଏହି ୨ ଶ୍ରମିକ ଏକ ଇଟାଭାଟିରେ କାମ କରୁଥିଲେ I ଗତକାଲି ରାତିରେ ଜେନେରେଟର ଲଗାଇ ଶୋଇଥିବା ବେଳେ ଶ୍ବାସରୁଦ୍ଧ ହୋଇ ମୃତ୍ୟୁବରଣ କରିଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଏଥିରେ ଆଉ ଜଣେ ଗୁରୁତର ଅନୁଗୁଳ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହି ଅଭାବନୀୟ ଘଟଣା ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ମାନପୁର ଗାଁରେ । ସୂଚନା ପାଇ ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
[ad_2]