ଦେଶ- ବିଦେଶ

ଶପଥ ନେଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ – Sahana Mela

[ad_1]

ରାଜସ୍ଥାନ: ପ୍ରଥମଥର ପାଇଁ ବିଧାନସଭା ନିର୍ବାଚନ ଜିତିଥିବା ଭଜନଲାଲ ଶର୍ମା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭଜନଲାଲଙ୍କ ସହ ଉପମୁଖ୍ୟମନ୍ତ୍ରୀ ଦୀୟା କୁମାରୀ ଓ ପ୍ରେମଚନ୍ଦ ବରୱା ମଧ୍ୟ ଶପଥ ନେଇଛନ୍ତି । ରାଜ୍ୟପାଳ କଲକରାଜ ମିଶ୍ର ୩ ଜଣଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।

[ad_2]

Leave a Reply

Your email address will not be published. Required fields are marked *

Back to top button